2 ବଂଶାବଳୀ 33:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତଥାପି ଲୋକମାନେ ଉଚ୍ଚସ୍ଥଳୀରେ ବଳିଦାନ କଲେ, ମାତ୍ର ତାହା କେବଳ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ କଲେ। See the chapterପବିତ୍ର ବାଇବଲ (Re-edited) - (BSI)17 ତଥାପି ଲୋକମାନେ ଉଚ୍ଚସ୍ଥଳୀରେ ବଳିଦାନ କଲେ, ମାତ୍ର ତାହା କେବଳ ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ କଲେ। See the chapterଓଡିଆ ବାଇବେଲ17 ତଥାପି ଲୋକମାନେ ଉଚ୍ଚସ୍ଥଳୀରେ ବଳିଦାନ କଲେ, ମାତ୍ର ତାହା କେବଳ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ କଲେ। See the chapterପବିତ୍ର ବାଇବଲ17 ଲୋକମାନେ ଉଚ୍ଚସ୍ଥାନମାନଙ୍କରେ ବଳି ଉତ୍ସର୍ଗ କରିବାକୁ ଲାଗିଲେ। କିନ୍ତୁ ସେମାନେ କେବଳ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କ ନିକଟରେ ସେହି ବଳି ଉତ୍ସର୍ଗ କରୁଥିଲେ। See the chapter |