Online Bible

- Advertisements -




2 ବଂଶାବଳୀ 33:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ସେ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ଆମୋନ୍‍ ଆପଣା ପିତା ମନଃଶିଙ୍କ ନିର୍ମିତ ସକଳ ଖୋଦିତ ପ୍ରତିମା ଉଦ୍ଦେଶ୍ୟରେ ବଳିଦାନ କରି ସେମାନଙ୍କର ସେବା କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

22 ପୁଣି, ସେ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୁଷ୍ଟିରେ କୁକର୍ମ କଲେ; ଆମୋନ୍ ଆପଣା ପିତା ମନଃଶିଙ୍କ ନିର୍ମିତ ସକଳ ଖୋଦିତ-ପ୍ରତିମା ଉଦ୍ଦେଶ୍ୟରେ ବଳିଦାନ କରି ସେମାନଙ୍କର ସେବା କଲେ।

See the chapter Copy

ଓଡିଆ ବାଇବେଲ

22 ପୁଣି, ସେ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ଆମୋନ୍‍ ଆପଣା ପିତା ମନଃଶିଙ୍କ ନିର୍ମିତ ସକଳ ଖୋଦିତ-ପ୍ରତିମା ଉଦ୍ଦେଶ୍ୟରେ ବଳିଦାନ କରି ସେମାନଙ୍କର ସେବା କଲେ।

See the chapter Copy

ପବିତ୍ର ବାଇବଲ

22 ସଦାପ୍ରଭୁ ଯାହା ମନ୍ଦକାର୍ଯ୍ୟ ରୂପେ ବିବେଚନା କରନ୍ତି ଆମୋନ୍ ସେସବୁ କଲେ, ଠିକ୍ ତାଙ୍କ ପିତା ମନଃଶି ଯାହା କରିଥିଲେ। ଆମୋନ୍ ସମସ୍ତ ଖୋଦିତ ମୂର୍ତ୍ତି ଓ ପ୍ରତିମା ନିମନ୍ତେ ବଳି ଉତ୍ସର୍ଗ କଲେ, ଯେଉଁଗୁଡ଼ିକୁ ତାଙ୍କର ପିତା ମନଃଶି ନିର୍ମାଣ କରିଥିଲେ।

See the chapter Copy




2 ବଂଶାବଳୀ 33:22

Follow us:

Advertisements


Advertisements