2 ବଂଶାବଳୀ 33:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍ ଅଧିକ ଅଧିକ ଅପରାଧ କଲେ। See the chapterପବିତ୍ର ବାଇବଲ (Re-edited) - (BSI)23 ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍ ଅଧିକ ଅଧିକ ଅପରାଧ କଲେ। See the chapterଓଡିଆ ବାଇବେଲ23 ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍ ଅଧିକ ଅଧିକ ଅପରାଧ କଲେ। See the chapterପବିତ୍ର ବାଇବଲ23 ଆମୋନ୍ ତାଙ୍କର ପିତା ମନଃଶିଙ୍କ ପରି ସଦାପ୍ରଭୁଙ୍କ ସମ୍ମୁଖରେ ନିଜକୁ ନମ୍ର କଲେ ନାହିଁ। କିନ୍ତୁ ଆମୋନ୍ ଆହୁରି ଅଧିକରୁ ଅଧିକ ପାପ କଲେ। See the chapter |