2 ବଂଶାବଳୀ 33:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ମାତ୍ର ଯେଉଁମାନେ ଆମୋନ୍ ରାଜାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶସ୍ଥ ଲୋକମାନେ ବଧ କଲେ; ଆଉ, ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟଙ୍କୁ ରାଜା କଲେ। See the chapterପବିତ୍ର ବାଇବଲ (Re-edited) - (BSI)25 ମାତ୍ର ଯେଉଁମାନେ ଆମୋନ୍ ରାଜାଙ୍କ ବିରୁଦ୍ଧରେ ଚକ୍ରା; କରିଥିଲେ, ସେସମସ୍ତଙ୍କୁ ଦେଶସ୍ଥ ଲୋକମାନେ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟଙ୍କୁ ରାଜା କଲେ। ଆଉ, ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟଙ୍କୁ ରାଜା କଲେ। See the chapterଓଡିଆ ବାଇବେଲ25 ମାତ୍ର ଯେଉଁମାନେ ଆମୋନ୍ ରାଜାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶସ୍ଥ ଲୋକମାନେ ବଧ କଲେ; ଆଉ, ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟଙ୍କୁ ରାଜା କଲେ। See the chapterପବିତ୍ର ବାଇବଲ25 କିନ୍ତୁ ଯେଉଁ ଭୃତ୍ୟମାନେ ରାଜା ଆମୋନଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କରିଥିଲେ, ଯିହୁଦାର ଲୋକମାନେ ସେମାନଙ୍କୁ ହତ୍ୟା କଲେ। ଏହା ପରେ ଲୋକମାନେ ଯୋଶିୟଙ୍କୁ ନୂତନ ରାଜା ରୂପେ ମନୋନୀତ କଲେ। ଯୋଶିୟ ଆମୋନଙ୍କ ପୁତ୍ର ଥିଲେ। See the chapter |