2 ବଂଶାବଳୀ 35:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯୋଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ନିସ୍ତାର ପର୍ବ ପାଳନ କଲେ ଓ ଲୋକମାନେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ। See the chapterପବିତ୍ର ବାଇବଲ (Re-edited) - (BSI)1 ଏଥି ଉତ୍ତାରେ ଯୋଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ନିସ୍ତାରପର୍ବ ପାଳନ କଲେ ଓ ଲୋକମାନେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ। See the chapterଓଡିଆ ବାଇବେଲ1 ଏଥିଉତ୍ତାରେ ଯୋଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ନିସ୍ତାର ପର୍ବ ପାଳନ କଲେ ଓ ଲୋକମାନେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ। See the chapterପବିତ୍ର ବାଇବଲ1 ରାଜା ଯୋଶିୟ ଯିରୁଶାଲମରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବ ପାଳନ କଲେ। ପ୍ରଥମ ମାସର ଚତୁର୍ଦ୍ଦଶତମ ଦିବସରେ ନିସ୍ତାରପର୍ବର ମେଷଶାବକଙ୍କୁ ହତ୍ୟା କରାଗଲା। See the chapter |