2 ବଂଶାବଳୀ 35:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସେ ଯାଜକମାନଙ୍କୁ ସେମାନଙ୍କ ରକ୍ଷଣୀୟ ସ୍ଥାନରେ ନିଯୁକ୍ତ କଲେ ଓ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କରିବାକୁ ସେମାନଙ୍କୁ ସାହସ ଦେଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ପୁଣି, ସେ ଯାଜକମାନଙ୍କୁ ସେମାନଙ୍କ ରକ୍ଷଣୀୟ ସ୍ଥାନରେ ନିଯୁକ୍ତ କଲେ ଓ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କରିବାକୁ ସେମାନଙ୍କୁ ସାହସ ଦେଲେ। See the chapterଓଡିଆ ବାଇବେଲ2 ପୁଣି, ସେ ଯାଜକମାନଙ୍କୁ ସେମାନଙ୍କ ରକ୍ଷଣୀୟ ସ୍ଥାନରେ ନିଯୁକ୍ତ କଲେ ଓ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କରିବାକୁ ସେମାନଙ୍କୁ ସାହସ ଦେଲେ। See the chapterପବିତ୍ର ବାଇବଲ2 ଯୋଶିୟ ଯାଜକମାନଙ୍କୁ ସେମାନଙ୍କ କାର୍ଯ୍ୟ କରିବା ନିମନ୍ତେ ମନୋନୀତ କଲେ। ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିର ମଧ୍ୟରେ ସେବାକାର୍ଯ୍ୟ କରୁଥିବା ସମୟରେ ସେ ସେମାନଙ୍କୁ ଉତ୍ସାହ ପ୍ରଦାନ କଲେ। See the chapter |