2 ବଂଶାବଳୀ 35:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି, ଯିରିମୀୟ ଯୋଶୀୟଙ୍କ ଲାଗି ବିଳାପ କଲେ; ଆଉ ଗାୟକ ଓ ଗାୟିକା ସମସ୍ତେ ଆପଣା ଆପଣା ବିଳାପରେ ଯୋଶୀୟଙ୍କ ବିଷୟ ଆଜି ପର୍ଯ୍ୟନ୍ତ ଉଲ୍ଲେଖ କରନ୍ତି; ଲୋକମାନେ ଇସ୍ରାଏଲ ମଧ୍ୟରେ ଏହା ଏକ ପାଳନୀୟ ବିଧି କଲେ; ଆଉ ଦେଖ, ତାହା ବିଳାପ-ସଂହିତାରେ ଲିଖିତ ଅଛି। See the chapterପବିତ୍ର ବାଇବଲ (Re-edited) - (BSI)25 ପୁଣି, ଯିରିମୀୟ ଯୋଶୀୟଙ୍କ ଲାଗି ବିଳାପ କଲେ; ଆଉ ଗାୟକ ଓ ଗାୟିକା ସମସ୍ତେ ଆପଣା ଆପଣା ବିଳାପରେ ଯୋଶୀୟଙ୍କ ବିଷୟ ଆଜି ପର୍ଯ୍ୟନ୍ତ ଉଲ୍ଲେଖ କରନ୍ତି; ଲୋକମାନେ ଇସ୍ରାଏଲ ମଧ୍ୟରେ ଏହା ଏକ ପାଳନୀୟ ବିଧି କଲେ; ଆଉ ଦେଖ, ତାହା ବିଳାପ-ସଂହିତାରେ ଲିଖିତ ଅଛି। See the chapterଓଡିଆ ବାଇବେଲ25 ପୁଣି, ଯିରିମୀୟ ଯୋଶୀୟଙ୍କ ଲାଗି ବିଳାପ କଲେ; ଆଉ ଗାୟକ ଓ ଗାୟିକା ସମସ୍ତେ ଆପଣା ଆପଣା ବିଳାପରେ ଯୋଶୀୟଙ୍କ ବିଷୟ ଆଜି ପର୍ଯ୍ୟନ୍ତ ଉଲ୍ଲେଖ କରନ୍ତି; ଲୋକମାନେ ଇସ୍ରାଏଲ ମଧ୍ୟରେ ଏହା ଏକ ପାଳନୀୟ ବିଧି କଲେ; ଆଉ ଦେଖ, ତାହା ବିଳାପ-ସଂହିତାରେ ଲିଖିତ ଅଛି। See the chapterପବିତ୍ର ବାଇବଲ25 ଯିରିମିୟ ଯୋଶିୟଙ୍କ ନିମନ୍ତେ ସମାଧିକାଳୀନ କେତୋଟି ଗୀତ ଲେଖିଲେ ଓ ତାହାକୁ ଗାନ କଲେ। ଆଜି ପର୍ଯ୍ୟନ୍ତ ପୁରୁଷ ଓ ସ୍ତ୍ରୀ ଗାୟକ ଗାୟିକାମାନେ ସେହି ବିଷାଦପୂର୍ଣ୍ଣ ସଙ୍ଗୀତ ଗାନ କରିଥା’ନ୍ତି। ଇସ୍ରାଏଲର ଲୋକମାନେ ଏହି ପ୍ରକାର ସବୁବେଳେ କଲେ। ସେମାନେ ଯୋଶିୟଙ୍କ ନିମନ୍ତେ ଏକ ବିଷାଦପୂର୍ଣ୍ଣ ସଙ୍ଗୀତ ଗାନ କଲେ। ସେହି ଗୀତଗୁଡ଼ିକ ସମାଧିକାଳୀନ ସଙ୍ଗୀତ ପୁସ୍ତକରେ ଲେଖାଯାଇଅଛି। See the chapter |