2 ବଂଶାବଳୀ 36:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍ଙ୍କୁ ନେଇ ତାଙ୍କର ପିତାଙ୍କ ପଦରେ ତାଙ୍କୁ ଯିରୂଶାଲମରେ ରାଜା କଲେ। See the chapterପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍ଙ୍କୁ ନେଇ ତାଙ୍କର ପିତାଙ୍କ ପଦରେ ତାଙ୍କୁ ଯିରୂଶାଲମରେ ରାଜା କଲେ। See the chapterଓଡିଆ ବାଇବେଲ1 ଏଥିଉତ୍ତାରେ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍ଙ୍କୁ ନେଇ ତାଙ୍କର ପିତାଙ୍କ ପଦରେ ତାଙ୍କୁ ଯିରୂଶାଲମରେ ରାଜା କଲେ। See the chapterପବିତ୍ର ବାଇବଲ1 ଯିହୁଦାର ଲୋକମାନେ ଯିହୋୟାହସଙ୍କୁ ଯିରୁଶାଲମରେ ନୂତନ ରାଜା ରୂପେ ମନୋନୀତ କଲେ। ଯିହୋୟାହସ୍ ଯୋଶିୟଙ୍କ ପୁତ୍ର ଥିଲେ। See the chapter |