2 ବଂଶାବଳୀ 36:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମଧ୍ୟ ଯେଉଁ ନବୂଖଦ୍ନିତ୍ସର ରାଜା ତାଙ୍କୁ ପରମେଶ୍ୱରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ। See the chapterପବିତ୍ର ବାଇବଲ (Re-edited) - (BSI)13 ମଧ୍ୟ ଯେଉଁ ନବୂଖଦ୍ନିତ୍ସର ରାଜା ତାଙ୍କୁ ପରମେଶ୍ଵରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ। See the chapterଓଡିଆ ବାଇବେଲ13 ମଧ୍ୟ ଯେଉଁ ନବୂଖଦ୍ନିତ୍ସର ରାଜା ତାଙ୍କୁ ପରମେଶ୍ୱରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ। See the chapterପବିତ୍ର ବାଇବଲ13 ସିଦିକିୟ ରାଜା ନବୂଖଦ୍ନିତ୍ସରର ବିରୁଦ୍ଧରେ ବିଦ୍ରୋହ କଲେ। ଅତୀତରେ ନବୂଖଦ୍ନିତ୍ସର ସିଦିକିୟଙ୍କୁ ଏକ ଶପଥ କରାଇଥିଲେ ଯେ, ସେ ନବୂଖଦ୍ନିତ୍ସର ନିକଟରେ ବିଶ୍ୱସ୍ତ ରହିବେ। ସିଦିକିୟ ପରମେଶ୍ୱରଙ୍କ ନାମ ନେଇ ଶପଥ କରିଥିଲେ ଯେ, ସେ ନବୂଖଦ୍ନିତ୍ସରଙ୍କ ନିକଟରେ ବିଶ୍ୱସ୍ତ ରହିବେ। କିନ୍ତୁ ସିଦିକିୟ ବଡ଼ ଦାମ୍ଭିକ ଥିଲେ ଓ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବାକୁ ଓ ମାନିବା ନିମନ୍ତେ ଅଗ୍ରାହ୍ୟ କଲେ। See the chapter |