2 ବଂଶାବଳୀ 36:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ନବୂଖଦ୍ନିତ୍ସର ମଧ୍ୟ ସଦାପ୍ରଭୁଙ୍କ ଗୃହର କେତେକ ପାତ୍ର ବାବିଲକୁ ନେଇଯାଇ ବାବିଲସ୍ଥିତ ଆପଣା ମନ୍ଦିରରେ ରଖିଲା। See the chapterପବିତ୍ର ବାଇବଲ (Re-edited) - (BSI)7 ନବୂଖଦ୍ନିତ୍ସର ମଧ୍ୟ ସଦାପ୍ରଭୁଙ୍କ ଗୃହର କେତେକ ପାତ୍ର ବାବିଲକୁ ନେଇ ଯାଇ ବାବିଲସ୍ଥିତ ଆପଣା ମନ୍ଦିରରେ ରଖିଲା। See the chapterଓଡିଆ ବାଇବେଲ7 ନବୂଖଦ୍ନିତ୍ସର ମଧ୍ୟ ସଦାପ୍ରଭୁଙ୍କ ଗୃହର କେତେକ ପାତ୍ର ବାବିଲକୁ ନେଇ ଯାଇ ବାବିଲସ୍ଥିତ ଆପଣା ମନ୍ଦିରରେ ରଖିଲା। See the chapterପବିତ୍ର ବାଇବଲ7 ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ମନ୍ଦିରରୁ କେତେକ ଦ୍ରବ୍ୟ ନେଇଗଲେ। ସେ ସେହି ବସ୍ତୁଗୁଡ଼ିକୁ ବାବିଲକୁ ନେଇଗଲେ ଓ ସେଗୁଡ଼ିକୁ ନେଇ ନିଜ ଗୃହରେ ରଖିଲେ। See the chapter |