2 ବଂଶାବଳୀ 4:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏହି ପ୍ରକାରେ ଶଲୋମନ ଅତି ବହୁଳ ରୂପେ ଏହିସବୁ ପାତ୍ର ନିର୍ମାଣ କଲେ; ପିତ୍ତଳର ପରିମାଣ ଜଣାଯାଇ ପାରିଲା ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)18 ଏହି ପ୍ରକାରେ ଶଲୋମନ ଅତି ବହୁଳ ରୂପେ ଏହିସବୁ ପାତ୍ର ନିର୍ମାଣ କଲେ; ପିତ୍ତଳର ପରିମାଣ ଜଣାଯାଇ ପାରିଲା ନାହିଁ। See the chapterଓଡିଆ ବାଇବେଲ18 ଏହି ପ୍ରକାରେ ଶଲୋମନ ଅତି ବହୁଳ ରୂପେ ଏହିସବୁ ପାତ୍ର ନିର୍ମାଣ କଲେ; ପିତ୍ତଳର ପରିମାଣ ଜଣାଯାଇ ପାରିଲା ନାହିଁ। See the chapterପବିତ୍ର ବାଇବଲ18 ଶଲୋମନ ଏହିପରି ଅନେକ ଜିନିଷ ଏତେ ପରିମାଣରେ ତିଆରି କରିଥିଲେ ଯେ ଏଥିରେ ବ୍ୟବହୃତ ପିତ୍ତଳର ଓଜନ ମାପିବା ପାଇଁ କେହି ଚେଷ୍ଟା କଲେ ନାହିଁ। See the chapter |