2 ବଂଶାବଳୀ 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଉପସ୍ଥିତ ହୁଅନ୍ତେ, ଲେବୀୟମାନେ ସିନ୍ଦୁକ ଉଠାଇଲେ। See the chapterପବିତ୍ର ବାଇବଲ (Re-edited) - (BSI)4 ପୁଣି ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଉପସ୍ଥିତ ହୁଅନ୍ତେ, ଲେବୀୟମାନେ ସିନ୍ଦୁକ ଉଠାଇଲେ। See the chapterଓଡିଆ ବାଇବେଲ4 ପୁଣି ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଉପସ୍ଥିତ ହୁଅନ୍ତେ, ଲେବୀୟମାନେ ସିନ୍ଦୁକ ଉଠାଇଲେ। See the chapterପବିତ୍ର ବାଇବଲ4 ଯେତେବେଳେ ଇସ୍ରାଏଲର ସବୁ ମୁଖିଆମାନେ ଆସିଗଲେ, ଲେବୀୟମାନେ ନିୟମ-ସିନ୍ଦୁକକୁ ଆଣିଲେ। See the chapter |