2 ବଂଶାବଳୀ 7:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି ଅଷ୍ଟମ ଦିନରେ ସେମାନେ ମହାସଭା କଲେ; କାରଣ ସେମାନେ ସାତ ଦିନ ଯଜ୍ଞବେଦିର ପ୍ରତିଷ୍ଠା ଓ ସାତ ଦିନ ଉତ୍ସବ କଲେ। See the chapterପବିତ୍ର ବାଇବଲ (Re-edited) - (BSI)9 ପୁଣି ଅଷ୍ଟମ ଦିନରେ ସେମାନେ ମହାସଭା କଲେ; କାରଣ ସେମାନେ ସାତ ଦିନ ଯଜ୍ଞବେଦିର ପ୍ରତିଷ୍ଠା ଓ ସାତ ଦିନ ଉତ୍ସବ କଲେ। See the chapterଓଡିଆ ବାଇବେଲ9 ପୁଣି ଅଷ୍ଟମ ଦିନରେ ସେମାନେ ମହାସଭା କଲେ; କାରଣ ସେମାନେ ସାତ ଦିନ ଯଜ୍ଞବେଦିର ପ୍ରତିଷ୍ଠା ଓ ସାତ ଦିନ ଉତ୍ସବ କଲେ। See the chapterପବିତ୍ର ବାଇବଲ9 ଅଷ୍ଟମ ଦିନରେ ସେମାନେ ଏକ ପବିତ୍ର ସଭା କଲେ, କାରଣ ସେମାନେ ସାତ ଦିନ ଯଜ୍ଞବେଦିକୁ ଉତ୍ସର୍ଗ କରିବାରେ କଟାଇଲେ। ଆଉ ସେମାନେ ସାତ ଦିନ ପର୍ଯ୍ୟନ୍ତ ଭୋଜି ଉତ୍ସବ ପାଳନ କଲେ। See the chapter |