2 ବଂଶାବଳୀ 9:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢ଼ାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଳରେ ଛଅ ଶହ ଶେକଲ ସୁନା ଲାଗିଲା। See the chapterପବିତ୍ର ବାଇବଲ (Re-edited) - (BSI)15 ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢ଼ାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଳରେ ଛଅ ଶହ (ଶେକଲ) ସୁନା ଲାଗିଲା। See the chapterଓଡିଆ ବାଇବେଲ15 ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢ଼ାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଳରେ ଛଅ ଶହ ଶେକଲ ସୁନା ଲାଗିଲା। See the chapterପବିତ୍ର ବାଇବଲ15 ଶଲୋମନ ପିଟା ସୁନାରୁ 200 ବୃହତ୍ ଢାଲ ନିର୍ମାଣ କଲେ। ପ୍ରତ୍ୟେକଟି ଢାଲ ନିମନ୍ତେ 600 ଶେକଲ ପିଟା ସୁନା ବ୍ୟବହୃତ ହୋଇଥିଲା। See the chapter |