୨ କରିନ୍ଥୀୟ 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ୱାସ ଅଛି। See the chapterପବିତ୍ର ବାଇବଲ (Re-edited) - (BSI)4 ଆଉ, ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ଵାସ ଅଛି। See the chapterଓଡିଆ ବାଇବେଲ4 ଆଉ, ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ୱାସ ଅଛି । See the chapterପବିତ୍ର ବାଇବଲ (CL) NT (BSI)4 ଖ୍ରୀଷ୍ଟଙ୍କ ଦେଇ ଈଶ୍ୱରଙ୍କ ଉପରେ ଆସ୍ଥା ଥିବାରୁ ଆମେ ଏସବୁ କହୁଛୁ, See the chapterପବିତ୍ର ବାଇବଲ4 ଯୀଶୁ ଖ୍ରୀଷ୍ଟଙ୍କ ହେତୁ ପରମେଶ୍ୱରଙ୍କଠାରେ ଆମ୍ଭର ନିଶ୍ଚିତ ଭରସା ଥିବାରୁ ଆମ୍ଭେ ଏହା କହି ପାରୁ। See the chapter |