୨ କରିନ୍ଥୀୟ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ; See the chapterପବିତ୍ର ବାଇବଲ (Re-edited) - (BSI)8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ; See the chapterଓଡିଆ ବାଇବେଲ8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ,ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ; See the chapterପବିତ୍ର ବାଇବଲ (CL) NT (BSI)8 ଆମେ ସବୁ ପ୍ରକାର କ୍ଳେଶ ଭୋଗ କରିଛୁ, କିନ୍ତୁ ଭାଙ୍ଗିପଡ଼ି ନାହୁଁ। ସମୟେ ସମୟେ ବିଚଳିତ ହୋଇ ପଡ଼ିଛୁ କିନ୍ତୁ ହତାଶ ହୋଇ ନାହୁଁ। See the chapterପବିତ୍ର ବାଇବଲ8 ଆମ୍ଭ ଚତୁର୍ଦ୍ଦିଗରୁ ସମସ୍ୟା ଆମକୁ ଗ୍ଭପି ପକାଇଛି, କିନ୍ତୁ ଆମ୍ଭେ ହାରି ଯାଇ ନାହୁଁ। ଅନେକ ସମୟରେ କ’ଣ କରିବାକୁ ହେବ ତାହା ଆମ୍ଭେ ଜାଣି ପାରୁ ନାହୁଁ। See the chapter |