୨ କରିନ୍ଥୀୟ 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ୱର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକାନ୍ତ ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ; See the chapterପବିତ୍ର ବାଇବଲ (Re-edited) - (BSI)2 ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ଵର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକା; ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ; See the chapterଓଡିଆ ବାଇବେଲ2 ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ୱର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକାନ୍ତ ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ; See the chapterପବିତ୍ର ବାଇବଲ (CL) NT (BSI)2 ଏହି ପାର୍ଥିବ ଆବାସରେ ରହି ଆମେ ସେହି ସ୍ୱର୍ଗୀୟ ଗୃହରୂପ ବସ୍ତ୍ର ପରିଧାନ କରିବାକୁ ଆର୍ତ୍ତାନାଦ କରୁଛୁ। See the chapterପବିତ୍ର ବାଇବଲ2 ଏହା ସ୍ୱର୍ଗରେ ସ୍ଥାପିତ ଚିରସ୍ଥାୟୀ ଗୃହ ଅଟେ। ଆମ୍ଭେ ଏହି ପୃଥିବୀର ଘରଟିରେ ରହି ଥକି ଯାଇଛୁ। ଆମ୍ଭେ ଇଚ୍ଛା କରୁ ଯେ, ପରମେଶ୍ୱର ଆମ୍ଭକୁ ଆମ୍ଭର ସ୍ୱର୍ଗୀୟ ଘରଟି ଦିଅନ୍ତୁ। See the chapter |