୨ କରିନ୍ଥୀୟ 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକାନ୍ତ ବାସନା। See the chapterପବିତ୍ର ବାଇବଲ (Re-edited) - (BSI)9 ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକା; ବାସନା। See the chapterଓଡିଆ ବାଇବେଲ9 ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକାନ୍ତ ବାସନା । See the chapterପବିତ୍ର ବାଇବଲ (CL) NT (BSI)9 ସେଥିପାଇଁ ଏଠରେ ସ୍ୱଗୃହରେ ଥଉ କିମ୍ବା ପ୍ରବାସରେ ଥାଉ, ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ହିଁ ଆମର ଏକାନ୍ତ ଇଚ୍ଛା, See the chapterପବିତ୍ର ବାଇବଲ9 ଆମର ଏକମାତ୍ର ଉଦ୍ଦେଶ୍ୟ ପରମେଶ୍ୱରଙ୍କୁ ପ୍ରସନ୍ନ କରିବା। ଆମ୍ଭେ ଏହିଠାରେ ବାହ୍ୟିକ ଶରୀର ଧାରଣ କରି ରହୁ ବା ସେଠାରେ ପ୍ରଭୁଙ୍କ ସହିତ ରହୁ, ଆମ୍ଭେ ପ୍ରଭୁଙ୍କୁ ପ୍ରସନ୍ନ କରିବାକୁ ଗ୍ଭହୁଁ। See the chapter |