୨ କରିନ୍ଥୀୟ 8:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସାଧୁମାନଙ୍କ ସେବାର ସହଭାଗିତାରୂପ ଅନୁଗ୍ରହପ୍ରାପ୍ତ ହେବା ନିମନ୍ତେ ସେମାନେ ସ୍ୱେଚ୍ଛାରେ ବହୁତ ବିନତି ସହ ଆମ୍ଭମାନଙ୍କୁ ନିବେଦନ କଲେ; See the chapterପବିତ୍ର ବାଇବଲ (Re-edited) - (BSI)4 ସାଧୁମାନଙ୍କ ସେବାର ସହଭାଗିତାରୂପ ଅନୁଗ୍ରହ ପ୍ରାପ୍ତ ହେବା ନିମନ୍ତେ ସେମାନେ ସ୍ଵେଚ୍ଛାରେ ବହୁତ ବିନତି ସହ ଆମ୍ଭମାନଙ୍କୁ ନିବେଦନ କଲେ; See the chapterଓଡିଆ ବାଇବେଲ4 ସାଧୁମାନଙ୍କ ସେବାର ସହଭାଗିତାରୂପ ଅନୁଗ୍ରହ ପ୍ରାପ୍ତ ହେବା ନିମନ୍ତେ ସେମାନେ ସ୍ଵେଚ୍ଛାରେ ବହୁତ ବିନତିସହ ଆମ୍ଭମାନଙ୍କୁ ନିବେଦନ କଲେ; See the chapterପବିତ୍ର ବାଇବଲ (CL) NT (BSI)4 ଯିହୁଦାରେ ଥିବା ଈଶ୍ବରଙ୍କ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ସେମାନଙ୍କୁ ସୁଯୋଗ ଦିଆଯାଉ ବୋଲି ସେମାନେ ଆମକୁ ଅନୁନୟ ନିବେଦନ କରିଥିଲେ। See the chapterପବିତ୍ର ବାଇବଲ4 କିନ୍ତୁ ସେମାନେ ଆଗ୍ରହ ପୂର୍ବକ, ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କୁ ସାହାଯ୍ୟ କରିବା ନିମନ୍ତେ ଏହି ସେବା କାର୍ଯ୍ୟରେ ଅଂଶଗ୍ରହଣ ପାଇଁ ଆମକୁ ବାରମ୍ବାର ଅନୁନୟ କରୁଥିଲେ। See the chapter |