2 ରାଜାବଳୀ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ସେ ଉତ୍ତର କଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।” See the chapterପବିତ୍ର ବାଇବଲ (Re-edited) - (BSI)5 ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍ବକ୍ତାଗଣର ପୁତ୍ରମାନେ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, ସଦାପ୍ରଭୁ ଆଜି ତୁମ୍ଭ ମସ୍ତକରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ? ସେ ଉତ୍ତର କଲେ, ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ। See the chapterଓଡିଆ ବାଇବେଲ5 ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭ ଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କ’ଣ ଜାଣୁଅଛ ?” ସେ ଉତ୍ତର କଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।” See the chapterପବିତ୍ର ବାଇବଲ5 ଯିରୀହୋର ଦଳେ ଭବିଷ୍ୟଦ୍ବକ୍ତା ଇଲୀଶାୟ ନିକଟକୁ ଆସି କହିଲେ, “ତୁମ୍ଭେ କ’ଣ ଜାଣ ନାହିଁ ସଦାପ୍ରଭୁ ତୁମ୍ଭର ମହାଶୟଙ୍କୁ ତୁମ୍ଭଠାରୁ ଆଜି ନେଇଯିବେ?” ଇଲୀଶାୟ ଉତ୍ତର କଲେ, “ହଁ, ମୁଁ ଏହା ଜାଣେ, କିନ୍ତୁ ତୁମ୍ଭେମାନେ ନୀରବ ହୁଅ।” See the chapter |