୨ ପିତର 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ। See the chapterପବିତ୍ର ବାଇବଲ (Re-edited) - (BSI)2 ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ। See the chapterଓଡିଆ ବାଇବେଲ2 ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ । See the chapterପବିତ୍ର ବାଇବଲ (CL) NT (BSI)2 ତଥାପି ଅନେକ ସେମାନଙ୍କର ଅଧର୍ମ ମାର୍ଗ ଅନୁସରଣ କରିବେ। ଅନ୍ୟମାନେ ସେମାନଙ୍କ କାର୍ଯ୍ୟକଳାପ ଦେଖି ଧର୍ମପଥ ବିରୁଦ୍ଧରେ କଥା କହିବେ। See the chapterପବିତ୍ର ବାଇବଲ2 ସେମାନେ କହୁଥିବା ମନ୍ଦ କାମକୁ ଅନେକ ଲୋକ ଅନୁସରଣ କରିବେ। ସେମାନଙ୍କ ହେତୁରୁ ଅନ୍ୟ ଲୋକେ ମଧ୍ୟ ସତ୍ୟର ମାର୍ଗ ବିଷୟରେ ସମାଲୋଚନା କରିବେ। See the chapter |