2 ଶାମୁୟେଲ 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ଦାଉଦ ତାହାକୁ କହିଲେ, “କଥା କଅଣ, ମୋତେ କହିଲ?” ତହୁଁ ସେ ଉତ୍ତର କଲା, “ଲୋକମାନେ ଯୁଦ୍ଧରୁ ପଳାଇଲେ, ପୁଣି ଅନେକ ଲୋକ ପତିତ ହେଲେ ଓ ମଲେ, ଆଉ ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମଲେ।” See the chapterପବିତ୍ର ବାଇବଲ (Re-edited) - (BSI)4 ତହିଁରେ ଦାଉଦ ତାହାକୁ କହିଲେ, କଥା କଅଣ, ମୋତେ କହିଲ? ତହୁଁ ସେ ଉତ୍ତର କଲା, ଲୋକମାନେ ଯୁଦ୍ଧରୁ ପଳାଇଲେ, ପୁଣି ଅନେକ ଲୋକ ମାରା ପଡ଼ିଲେ, ଆଉ ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମଲେ। See the chapterଓଡିଆ ବାଇବେଲ4 ତହିଁରେ ଦାଉଦ ତାହାକୁ କହିଲେ, “କଥା କଅଣ, ମୋତେ କହିଲ ?” ତହୁଁ ସେ ଉତ୍ତର କଲା, “ଲୋକମାନେ ଯୁଦ୍ଧରୁ ପଳାଇଲେ, ପୁଣି ଅନେକ ଲୋକ ପତିତ ହେଲେ ଓ ମଲେ, ଆଉ ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମଲେ।” See the chapterପବିତ୍ର ବାଇବଲ4 ଦାଉଦ ସେହି ଲୋକଟିକୁ ପଗ୍ଭରିଲେ, “ଏ ଯୁଦ୍ଧରେ କିଏ ଜିତିଲା?” ଲୋକଟି ଉତ୍ତରରେ କହିଲା, “ଆମ୍ଭର ଲୋକମାନେ ଯୁଦ୍ଧ କ୍ଷେତ୍ରରୁ ପଳାୟନ କଲେ, ବହୁତ ଲୋକ ଯୁଦ୍ଧରେ ମୃତ୍ୟୁବରଣ କଲେ, ଏପରିକି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମୃତ୍ୟୁବରଣ କଲେ।” See the chapter |