2 ଶାମୁୟେଲ 11:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା। See the chapterପବିତ୍ର ବାଇବଲ (Re-edited) - (BSI)2 ଅନନ୍ତର ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା। See the chapterଓଡିଆ ବାଇବେଲ2 ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା। See the chapterପବିତ୍ର ବାଇବଲ2 ଥରେ ସନ୍ଧ୍ୟା ସମୟରେ ଦାଉଦ ବିଛଣାରୁ ଉଠି ଛାତ ଉପରେ ବୁଲିବା ସମୟରେ ଜଣେ ସ୍ତ୍ରୀଲୋକ ଗାଧୋଉ ଥିବାର ଦେଖିଲେ। ସେହି ସ୍ତ୍ରୀ ଜଣକ ଅତି ସୁନ୍ଦରୀ ଥିଲା। See the chapter |