2 ଶାମୁୟେଲ 11:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ଊରୀୟ ଆପଣା ପ୍ରଭୁର ଦାସଗଣ ସହିତ ରାଜଗୃହ ଦ୍ୱାରରେ ଶୟନ କଲା, ଆଉ ଆପଣା ଗୃହକୁ ଗଲା ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)9 ମାତ୍ର ଊରୀୟ ଆପଣା ପ୍ରଭୁର ଦାସଗଣ ସହିତ ରାଜଗୃହ ଦ୍ଵାରରେ ଶୟନ କଲା, ଆଉ ଆପଣା ଗୃହକୁ ଗଲା ନାହିଁ। See the chapterଓଡିଆ ବାଇବେଲ9 ମାତ୍ର ଊରୀୟ ଆପଣା ପ୍ରଭୁର ଦାସଗଣ ସହିତ ରାଜଗୃହ ଦ୍ୱାରରେ ଶୟନ କଲା, ଆଉ ଆପଣା ଗୃହକୁ ଗଲା ନାହିଁ। See the chapterପବିତ୍ର ବାଇବଲ9 କିନ୍ତୁ ଊରିୟ ଗୃହକୁ ଗଲା ନାହିଁ। ସେ ରାଜାଙ୍କର ଦାସମାନଙ୍କ ସହିତ ରାଜ ଗୃହ ଦ୍ୱାରରେ ଶୟନ କଲା। See the chapter |