2 ଶାମୁୟେଲ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଦିନେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, କିନ୍ତୁ ସେ ଧନୀ ଲୋକ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକୁ ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା।” See the chapterପବିତ୍ର ବାଇବଲ (Re-edited) - (BSI)4 ଏକ ସମୟରେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, ତହିଁରେ ସେ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକି ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା। See the chapterଓଡିଆ ବାଇବେଲ4 ଦିନେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, କିନ୍ତୁ ସେ ଧନୀ ଲୋକ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକୁ ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା।” See the chapterପବିତ୍ର ବାଇବଲ4 “ତା'ପରେ ଜଣେ ଯାତ୍ରୀ ଆସିଲେ ଓ ସେହି ଧନୀ ଲୋକଙ୍କୁ ଦେଖିଲେ। ତହିଁରେ ସେହି ଧନୀ ଲୋକଟି, ତା’ ନିକଟକୁ ଆସିଥିବା ଅତିଥି ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେଇ ମେଣ୍ଢା ଖାଇବାକୁ ଦେବାକୁ ଇଚ୍ଛା କଲା ନାହିଁ। ମାତ୍ର ସେହି ଦରିଦ୍ର ଲୋକଟିର ମେଣ୍ଢା ଛୁଆଟିକୁ ନେଇ ଅତିଥିଙ୍କ ପାଇଁ ରାନ୍ଧିଲା।” See the chapter |