2 ଶାମୁୟେଲ 14:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ; See the chapterପବିତ୍ର ବାଇବଲ (Re-edited) - (BSI)2 ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକି ଅଣାଇ ତାହାକୁ କହିଲା, ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ; See the chapterଓଡିଆ ବାଇବେଲ2 ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ; See the chapterପବିତ୍ର ବାଇବଲ2 ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀଲୋକ ଆଣିବାକୁ କହିଲା। ଯୋୟାବ ସେହି ବୁଦ୍ଧିମତୀ ସ୍ତ୍ରୀଲୋକଟିକୁ କହିଲେ, “ଦୟାକରି ବହୁତ ଦୁଃଖିତ ଥିବାର ଛଳନା କର। ଶୋକ ବସ୍ତ୍ର ପରିଧାନ କର। ତୁମ୍ଭର କେଶରେ ଓ ମୁଖରେ ତେଲିଆ ପ୍ରସାଧାନ ଲଗାଅ ନାହିଁ। ମାତ୍ର ମୃତ ଲୋକ ପାଇଁ ବହୁକାଳରୁ ଶୋକକାରିଣୀ ସ୍ତ୍ରୀ ପରି ବ୍ୟବହାର କର। See the chapter |