2 ଶାମୁୟେଲ 15:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଅବଶାଲୋମ ତାହାକୁ କହେ, “ଦେଖ, ତୁମ୍ଭ କଥା ଉତ୍ତମ ଓ ଯଥାର୍ଥ; ମାତ୍ର ତୁମ୍ଭ କଥା ଶୁଣିବାକୁ ରାଜାଙ୍କର କୌଣସି ଲୋକ ନିଯୁକ୍ତ ନାହିଁ।” See the chapterପବିତ୍ର ବାଇବଲ (Re-edited) - (BSI)3 ଅବଶାଲୋମ ତାହାକୁ କହେ, ଦେଖ, ତୁମ୍ଭ କଥା ଉତ୍ତମ ଓ ଯଥାର୍ଥ; ମାତ୍ର ତୁମ୍ଭ କଥା ଶୁଣିବାକୁ ରାଜାଙ୍କର କୌଣସି ଲୋକ ନିଯୁକ୍ତ ନାହିଁ। See the chapterଓଡିଆ ବାଇବେଲ3 ‘ଅବଶାଲୋମ ତାହାକୁ କହେ, “ଦେଖ, ତୁମ୍ଭ କଥା ଉତ୍ତମ ଓ ଯଥାର୍ଥ; ମାତ୍ର ତୁମ୍ଭ କଥା ଶୁଣିବାକୁ ରାଜାଙ୍କର କୌଣସି ଲୋକ ନିଯୁକ୍ତ ନାହିଁ।” See the chapterପବିତ୍ର ବାଇବଲ3 ଲୋକର ଯୁକ୍ତି ଶୁଣିଲା ପରେ ଅବଶାଲୋମ ତାକୁ କହିଥା’ନ୍ତି, “ତୁମ୍ଭେ ଠିକ୍ କହୁଛ, ତୁମ୍ଭର କଥା ଯଥାର୍ଥ ଅଟେ। କିନ୍ତୁ ରାଜା ତୁମ୍ଭ କଥା ଶୁଣିବେ ନାହିଁ।” See the chapter |