2 ଶାମୁୟେଲ 15:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଅବଶାଲୋମ ଆହୁରି କହେ, “ଆଃ, ମୁଁ ଯେବେ ଦେଶର ବିଚାରକର୍ତ୍ତା ହୁଅନ୍ତି ଓ କାହାରି କୌଣସି ବିବାଦ ବା କୌଣସି କଥା ଥିଲେ ଯେବେ ସେ ମୋʼ ନିକଟକୁ ଆସନ୍ତା, ତେବେ ମୁଁ ତାହାର ଯଥାର୍ଥ ବିଚାର କରନ୍ତି।” See the chapterପବିତ୍ର ବାଇବଲ (Re-edited) - (BSI)4 ଅବଶାଲୋମ ଆହୁରି କହେ, ଆଃ, ମୁଁ ଯେବେ ଦେଶର ବିଚାରକର୍ତ୍ତା ହୁଅନ୍ତି ଓ କାହାରି କୌଣସି ବିବାଦ ବା କୌଣସି କଥା ଥିଲେ ଯେବେ ସେ ମୋʼ ନିକଟକୁ ଆସନ୍ତା, ତେବେ ମୁଁ ତାହାର ଯଥାର୍ଥ ବିଚାର କରନ୍ତି। See the chapterଓଡିଆ ବାଇବେଲ4 ଅବଶାଲୋମ ଆହୁରି କହେ, “ଆଃ, ମୁଁ ଯେବେ ଦେଶର ବିଚାରକର୍ତ୍ତା ହୁଅନ୍ତି ଓ କାହାରି କୌଣସି ବିବାଦ ବା କୌଣସି କଥା ଥିଲେ ଯେବେ ସେ ମୋ’ ନିକଟକୁ ଆସନ୍ତା, ତେବେ ମୁଁ ତାହାର ଯଥାର୍ଥ ବିଚାର କରନ୍ତି।” See the chapterପବିତ୍ର ବାଇବଲ4 ଅବଶାଲୋମ କହେ, “ଆଃ, ମୁଁ ଯଦି ଦେଶର ବିଗ୍ଭରକର୍ତ୍ତାରୂପେ ନିଯୁକ୍ତି ହୁଅନ୍ତି ଏବଂ ଯଦି କୌଣସି ଲୋକ ମୋ’ ପାଖକୁ ତା'ର ସମସ୍ୟା କହିବାକୁ ଆସିଥା’ନ୍ତି, ତାହାହେଲେ ମୁଁ ତାକୁ ସାହାଯ୍ୟ କରିଥା’ନ୍ତି ଓ ଯଥାର୍ଥ ଶାସନ ଦେଇଥା’ନ୍ତି।” See the chapter |