2 ଶାମୁୟେଲ 15:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିଉତ୍ତାରେ ଚାରି ବର୍ଷ ଶେଷରେ ଅବଶାଲୋମ ରାଜାଙ୍କୁ କହିଲା, “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରିଅଛି, ତାହା ପୂର୍ଣ୍ଣ କରିବା ପାଇଁ ମୋତେ ହିବ୍ରୋଣକୁ ଯିବାକୁ ଦିଅନ୍ତୁ। See the chapterପବିତ୍ର ବାଇବଲ (Re-edited) - (BSI)7 ଅନନ୍ତର ଚାଳିଶ ବର୍ଷ ଶେଷରେ ଅବଶାଲୋମ ରାଜାଙ୍କୁ କହିଲା, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ ମନାସି ଅଛି, ତାହା ପୂର୍ଣ୍ଣ କରିବା ପାଇଁ ମୋତେ ହିବ୍ରୋଣକୁ ଯିବାକୁ ଦେଉନ୍ତୁ। See the chapterଓଡିଆ ବାଇବେଲ7 ଏଥିଉତ୍ତାରେ ଚାରି ବର୍ଷ ଶେଷରେ ଅବଶାଲୋମ ରାଜାଙ୍କୁ କହିଲା, “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରିଅଛି, ତାହା ପୂର୍ଣ୍ଣ କରିବା ପାଇଁ ମୋତେ ହିବ୍ରୋଣକୁ ଯିବାକୁ ଦିଅନ୍ତୁ। See the chapterପବିତ୍ର ବାଇବଲ7 ଏହିପରି ଗ୍ଭରି ବର୍ଷ ପରେ ଅବଶାଲୋମ ରାଜା ଦାଉଦଙ୍କୁ କହିଲେ, “ଦୟାକରି ମୋତେ ହିବ୍ରୋଣକୁ ମୋର ଶପଥ ପୁରଣ କରିବା ପାଇଁ ଯିବାକୁ ଦିଅନ୍ତୁ। See the chapter |