2 ଶାମୁୟେଲ 16:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ରାଜା ସୀବଃକୁ କହିଲେ, “ଏସବୁରେ ତୁମ୍ଭର ଅଭିପ୍ରାୟ କଅଣ?” ତହୁଁ ସୀବଃ କହିଲା, “ଏ ଗର୍ଦ୍ଦଭ ଦୁଇଟି ରାଜପରିବାରଙ୍କ ଚଢ଼ିବା ନିମନ୍ତେ; ପୁଣି ଏହି ରୁଟି ଓ ଗ୍ରୀଷ୍ମକାଳୀନ ଫଳ ଯୁବାମାନଙ୍କ ଆହାର ନିମନ୍ତେ, ଆଉ ଦ୍ରାକ୍ଷାରସ ପ୍ରାନ୍ତରରେ କ୍ଳାନ୍ତ ହେବା ଲୋକମାନେ ପାନ କରିବେ।” See the chapterପବିତ୍ର ବାଇବଲ (Re-edited) - (BSI)2 ତହିଁରେ ରାଜା ସୀବଃକୁ କହିଲେ, ଏସବୁରେ ତୁମ୍ଭର ଅଭିପ୍ରାୟ କଅଣ? ତହୁଁ ସୀବଃ କହିଲା, ଏ ଗର୍ଦ୍ଦଭ ଦୁଇଟି ରାଜପରିବାରଙ୍କ ଚଢ଼ିବା ନିମନ୍ତେ; ପୁଣି ଏହି ରୋଟୀ ଓ ଗ୍ରୀଷ୍ମକାଳୀନ ଫଳ ଯୁବାମାନଙ୍କ ଆହାର ନିମନ୍ତେ, ଆଉ ଦ୍ରାକ୍ଷାରସ ପ୍ରାନ୍ତରରେ କ୍ଳା; ହେବା ଲୋକମାନେ ପାନ କରିବେ। See the chapterଓଡିଆ ବାଇବେଲ2 ତହିଁରେ ରାଜା ସୀବଃକୁ କହିଲେ, “ଏସବୁରେ ତୁମ୍ଭର ଅଭିପ୍ରାୟ କଅଣ ?” ତହୁଁ ସୀବଃ କହିଲା, “ଏ ଗର୍ଦ୍ଦଭ ଦୁଇଟି ରାଜପରିବାରଙ୍କ ଚଢ଼ିବା ନିମନ୍ତେ; ପୁଣି ଏହି ରୁଟି ଓ ଗ୍ରୀଷ୍ମକାଳୀନ ଫଳ ଯୁବାମାନଙ୍କ ଆହାର ନିମନ୍ତେ, ଆଉ ଦ୍ରାକ୍ଷାରସ ପ୍ରାନ୍ତରରେ କ୍ଳାନ୍ତ ହେବା ଲୋକମାନେ ପାନ କରିବେ।” See the chapterପବିତ୍ର ବାଇବଲ2 ରାଜା ଦାଉଦ ସୀବଃକୁ ପଗ୍ଭରିଲେ, “ଏଗୁଡ଼ିକ କାହା ପାଇଁ?” ସୀବଃ ଉତ୍ତର ଦେଲା, “ଏହି ଗଧଗୁଡ଼ିକ ତୁମ୍ଭର ଲୋକମାନେ ଚଢ଼ିବା ପାଇଁ ଏବଂ ରୋଟୀ ଓ ଗ୍ରୀଷ୍ମକାଳୀନ ଫଳଗୁଡ଼ିକ ଯୁବକମାନଙ୍କର ଖାଇବା ପାଇଁ, ଦ୍ରାକ୍ଷାରସ ତୁମ୍ଭମାନଙ୍କ ସହିତ ମରୁଭୂମିକୁ ନେବା ପାଇଁ ଯେଉଁମାନେ ମୂର୍ଛା ହୋଇ ଯାଆନ୍ତି।” See the chapter |