2 ଶାମୁୟେଲ 16:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ଦାଉଦ ରାଜା ବହୁରୀମରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ବଂଶର ପରିବାରଭୁକ୍ତ ଏକ ବ୍ୟକ୍ତି ସେଠାରୁ ବାହାର ହୋଇ ଆସିଲା, ତାହାର ନାମ ଶିମୀୟି, ସେ ଗେରାର ପୁତ୍ର; ସେ ବାହାରି ଆସିବା ବେଳେ ଅଭିଶାପ ଦେଉ ଦେଉ ଆସିଲା। See the chapterପବିତ୍ର ବାଇବଲ (Re-edited) - (BSI)5 ଏଥିଉତ୍ତାରେ ଦାଉଦ ରାଜା ବହୁରୀମରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ବଂଶର ପରିବାରଭୁକ୍ତ ଏକ ବ୍ୟକ୍ତି ସେଠାରୁ ବାହାର ହୋଇ ଆସିଲା, ତାହାର ନାମ ଶିମୀୟି, ସେ ଗେରାର ପୁତ୍ର; ସେ ବାହାରି ଆସିବା ବେଳେ ଶାପ ଦେଉ ଦେଉ ଆସିଲା। See the chapterଓଡିଆ ବାଇବେଲ5 ଏଥିଉତ୍ତାରେ ଦାଉଦ ରାଜା ବହୁରୀମରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ବଂଶର ପରିବାରଭୁକ୍ତ ଏକ ବ୍ୟକ୍ତି ସେଠାରୁ ବାହାର ହୋଇ ଆସିଲା, ତାହାର ନାମ ଶିମୀୟି, ସେ ଗେରାର ପୁତ୍ର; ସେ ବାହାରି ଆସିବା ବେଳେ ଅଭିଶାପ ଦେଉ ଦେଉ ଆସିଲା। See the chapterପବିତ୍ର ବାଇବଲ5 ଦାଉଦ ବହୁରୀମକୁ ଗଲେ, ସେଠାରେ ଦେଖିଲେ ଶାଉଲ ବଂଶର ଏକ ବ୍ୟକ୍ତି ସେଠାରୁ ବାହାରି ଆସିଲା, ତା'ର ନାମ ଥିଲା ଶିମିୟି। ସେ ଥିଲା ଗେରାର ପୁତ୍ର, ସେ ବାହାରି ଆସିବା ସମୟରେ ଦାଉଦଙ୍କୁ ଗାଳି ଦେଉଥିଲା। ଏବଂ ଦାଉଦଙ୍କ ବିଷୟରେ ଗାଳି କରି କରି ବାହାରୁ ଥିଲା। See the chapter |