2 ଶାମୁୟେଲ 16:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି ଶିମୀୟି ଅଭିଶାପ ଦେଉ ଦେଉ ଏପରି କହିଲା, “ଆରେ ରକ୍ତପାତୀ ମନୁଷ୍ୟ, ଆରେ ପାପାଧମ ଲୋକ, ଦୁର୍ ହୁଅ, ଚାଲିଯାଅ! See the chapterପବିତ୍ର ବାଇବଲ (Re-edited) - (BSI)7 ପୁଣି ଶିମୀୟି ଶାପ ଦେଉ ଦେଉ ଏପରି କହିଲା, ଆରେ ରକ୍ତପାତୀ ମନୁଷ୍ୟ, ଆରେ ପାପାଧମ ଲୋକ, ଦୂର୍, ଦୂର୍; See the chapterଓଡିଆ ବାଇବେଲ7 ପୁଣି ଶିମୀୟି ଅଭିଶାପ ଦେଉ ଦେଉ ଏପରି କହିଲା, “ଆରେ ରକ୍ତପାତୀ ମନୁଷ୍ୟ, ଆରେ ପାପାଧମ ଲୋକ, ଦୁର୍ ହୁଅ, ଚାଲି ଯାଅ! See the chapterପବିତ୍ର ବାଇବଲ7 ଶିମିୟି ଦାଉଦଙ୍କୁ ଅଭିଶାପ ଦେଉଥିଲା ଏବଂ କହିଲା, “ଆରେ ହତ୍ୟାକାରୀ ଏବଂ ମନ୍ଦ ଲୋକ ଏଠାରୁ ଦୂର ହୁଅ। See the chapter |