2 ଶାମୁୟେଲ 18:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେତେବେଳେ ରାଜା ଯୋୟାବକୁ ଓ ଅବୀଶୟକୁ ଓ ଇତ୍ତୟକୁ ଆଜ୍ଞା ଦେଇ କହିଲେ, “ମୋʼ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର।” ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କୁ ଏହି ଆଜ୍ଞା ଦେବା ସମୟରେ ସମସ୍ତ ଲୋକ ତାହା ଶୁଣିଲେ। See the chapterପବିତ୍ର ବାଇବଲ (Re-edited) - (BSI)5 ସେତେବେଳେ ରାଜା ଯୋୟାବକୁ ଓ ଅବୀଶୟକୁ ଓ ଇତ୍ତୟକୁ ଆଜ୍ଞା ଦେଇ କହିଲେ, ମୋʼ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର। ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କି ଏହି ଆଜ୍ଞା ଦେବା ବେଳେ ସମସ୍ତ ଲୋକ ଶୁଣିଲେ। See the chapterଓଡିଆ ବାଇବେଲ5 ସେତେବେଳେ ରାଜା ଯୋୟାବକୁ ଓ ଅବୀଶୟକୁ ଓ ଇତ୍ତୟକୁ ଆଜ୍ଞା ଦେଇ କହିଲେ, “ମୋ’ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର।” ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କୁ ଏହି ଆଜ୍ଞା ଦେବା ସମୟରେ ସମସ୍ତ ଲୋକ ତାହା ଶୁଣିଲେ। See the chapterପବିତ୍ର ବାଇବଲ5 ରାଜା ଯୋୟାବ ଅବୀଶୟ ଓ ଇତ୍ତୟକୁ ଆଦେଶ ଦେଇ କହିଲେ, “ମୋ’ ପାଇଁ ଅବଶାଲୋମ ପ୍ରତି ଭଦ୍ର ବ୍ୟବହାର କର।” ଯେତେବେଳେ ରାଜା ଏହି ଆଦେଶ ସମସ୍ତ ଅଧିପତିମାନଙ୍କୁ ଦେଲେ, ସମସ୍ତ ଲୋକ ଏ କଥା ଶୁଣି ପାରିଲେ। See the chapter |