2 ଶାମୁୟେଲ 19:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ସମସ୍ତ ଲୋକ ପରସ୍ପର କଳହ କରି କହୁଥିଲେ, “ରାଜା ଆମ୍ଭମାନଙ୍କ ଶତ୍ରୁମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିଥିଲେ ଓ ପଲେଷ୍ଟୀୟମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଥିଲେ ଏବେ ସେ ଅବଶାଲୋମ ଭୟରେ ଦେଶରୁ ପଳାଇଅଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)9 ଆଉ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ସମସ୍ତ ଲୋକ ପରସ୍ପର କଳହ କରି କହୁଥିଲେ, ରାଜା ଆମ୍ଭମାନଙ୍କ ଶତ୍ରୁମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିଥିଲେ ଓ ପଲେଷ୍ଟୀୟମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଥିଲେ ଏବେ ସେ ଅବଶାଲୋମ ଭୟରେ ଦେଶରୁ ପଳାଇଅଛନ୍ତି। See the chapterଓଡିଆ ବାଇବେଲ9 ଆଉ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ସମସ୍ତ ଲୋକ ପରସ୍ପର କଳହ କରି କହୁଥିଲେ, “ରାଜା ଆମ୍ଭମାନଙ୍କ ଶତ୍ରୁମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିଥିଲେ ଓ ପଲେଷ୍ଟୀୟମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଥିଲେ ଏବେ ସେ ଅବଶାଲୋମ ଭୟରେ ଦେଶରୁ ପଳାଇ ଅଛନ୍ତି। See the chapterପବିତ୍ର ବାଇବଲ9 ବର୍ତ୍ତମାନ ଇସ୍ରାଏଲର ପରିବାରବର୍ଗର ସମସ୍ତ ଲୋକ ଯୁକ୍ତି କରିବାକୁ ଲାଗିଲେ ଏବଂ ସେମାନେ କହିଲେ, “ରାଜା ଦାଉଦ ଆମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ରକ୍ଷା କଲେ, ଏବଂ ଅନ୍ୟ ଶତ୍ରୁମାନଙ୍କଠାରୁ ମଧ୍ୟ ଆମ୍ଭକୁ ସେ ରକ୍ଷା କଲେ। ଦାଉଦ ଅବଶାଲୋମ ଯୋଗୁଁ ରାଜ୍ୟ ଛାଡ଼ି ପଳାଇଛନ୍ତି। See the chapter |