2 ଶାମୁୟେଲ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ଦାଉଦ ଯାବେଶ-ଗିଲୀୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ-ପାତ୍ର, କାରଣ ତୁମ୍ଭେମାନେ ଆପଣା ରାଜା ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ। See the chapterପବିତ୍ର ବାଇବଲ (Re-edited) - (BSI)5 ତହିଁରେ ଦାଉଦ ଯାବେଶ୍-ଗିଲୀୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର, କାରଣ ତୁମ୍ଭେମାନେ ଆପଣା ପ୍ରଭୁ ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ। See the chapterଓଡିଆ ବାଇବେଲ5 ତହିଁରେ ଦାଉଦ ଯାବେଶ୍-ଗିଲୀୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦପାତ୍ର, କାରଣ ତୁମ୍ଭେମାନେ ଆପଣା ରାଜା ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ। See the chapterପବିତ୍ର ବାଇବଲ5 ଦାଉଦ ଯାବେଶ୍ ଗିଲିୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇଲେ ଓ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ। କାରଣ ତୁମ୍ଭେମାନେ ନିଜର ପ୍ରଭୁ ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ। See the chapter |