2 ଶାମୁୟେଲ 22:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ତୁମ୍ଭେ ମଧ୍ୟ ମୋହର ଶତ୍ରୁମାନଙ୍କ ପିଠି ମୋʼ ଆଡ଼େ ଫେରାଇଲ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କଲି। See the chapterପବିତ୍ର ବାଇବଲ (Re-edited) - (BSI)41 ତୁମ୍ଭେ ମଧ୍ୟ ମୋହର ଶତ୍ରୁମାନଙ୍କ ପିଠି ମୋʼ ଆଡ଼େ ଫେରାଇଲ, ତହିଁରେ ମୁଁ ଆପଣା ଘୃଣାକାରୀ-ମାନଙ୍କୁ ଉଚ୍ଛିନ୍ନ କଲି। See the chapterଓଡିଆ ବାଇବେଲ41 ତୁମ୍ଭେ ମଧ୍ୟ ମୋହର ଶତ୍ରୁମାନଙ୍କ ପିଠି ମୋ’ ଆଡ଼େ ଫେରାଇଲ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କଲି। See the chapterପବିତ୍ର ବାଇବଲ41 ତୁମ୍ଭେ ମୋତେ ସୁଯୋଗ ଦେଇଅଛ ମୋର ଶତ୍ରୁର ବେକକୁ ଧରିବା ପାଇଁ ଓ ମୁଁ ମୋର ଶତ୍ରୁକୁ ଧ୍ୱଂସ କରିଅଛି। See the chapter |