2 ଶାମୁୟେଲ 23:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ସୂର୍ଯ୍ୟୋଦୟ ସମୟର ପ୍ରାତଃକାଳୀନ ଦୀପ୍ତି ତୁଲ୍ୟ, ମେଘରହିତ ପ୍ରଭାତ ତୁଲ୍ୟ ହେବ; ସେହି ସମୟରେ ବୃଷ୍ଟି ଉତ୍ତାରେ ନିର୍ମଳ କିରଣ ଦ୍ୱାରା ଭୂମିରୁ କୋମଳ ତୃଣ ଅଙ୍କୁରିତ ହୁଏ। See the chapterପବିତ୍ର ବାଇବଲ (Re-edited) - (BSI)4 ସେ ସୂର୍ଯ୍ୟୋଦୟ ସମୟର ପ୍ରାତଃକାଳୀନ ଦୀପ୍ତି ତୁଲ୍ୟ, ମେଘରହିତ ପ୍ରଭାତ ତୁଲ୍ୟ ହେବେ; ସେସମୟରେ ବୃଷ୍ଟି ଉତ୍ତାରୁ ନିର୍ମଳ କିରଣ ଦ୍ଵାରା ଭୂମିରୁ କୋମଳ ତୃଣ ଅଙ୍କୁରିତ ହୁଏ। See the chapterଓଡିଆ ବାଇବେଲ4 ସେ ସୂର୍ଯ୍ୟୋଦୟ ସମୟର ପ୍ରାତଃକାଳୀନ ଦୀପ୍ତି ତୁଲ୍ୟ, ମେଘରହିତ ପ୍ରଭାତ ତୁଲ୍ୟ ହେବ; ସେହି ସମୟରେ ବୃଷ୍ଟି ଉତ୍ତାରୁ ନିର୍ମଳ କିରଣ ଦ୍ୱାରା ଭୂମିରୁ କୋମଳ ତୃଣ ଅଙ୍କୁରିତ ହୁଏ। See the chapterପବିତ୍ର ବାଇବଲ4 ଏହି ଲୋକ ଉଦିତ ସୂର୍ଯ୍ୟରେ ଦୀପ୍ତି ତୁଲ୍ୟ ଉଜ୍ଜ୍ୱଳମାନ ହେବ। ସେ ଲୋକ ବାଦଲ ବିହୀନ ପ୍ରଭାତ ତୁଲ୍ୟ, ବୃଷ୍ଟି ହୋଇଯାଇଥିବା ଆକାଶ ତୁଲ୍ୟ, ଯେଉଁ ବୃଷ୍ଟି ସୂକ୍ଷ୍ମ ଘସାକୁ ବଢ଼ାଏ।’ See the chapter |