2 ଶାମୁୟେଲ 24:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିରେ ଯୋୟାବ ରାଜାଙ୍କୁ କହିଲା, “ଏବେ ଯେତେ ଲୋକ ଅଛନ୍ତି; ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ ଶତଗୁଣ ବୃଦ୍ଧି କରନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କ ଚକ୍ଷୁ ତାହା ଦେଖୁ; ମାତ୍ର ମୋʼ ପ୍ରଭୁ ମହାରାଜ ଏପରି କରିବା ପାଇଁ କାହିଁକି ଚାହୁଁଅଛନ୍ତି?” See the chapterପବିତ୍ର ବାଇବଲ (Re-edited) - (BSI)3 ଏଥିରେ ଯୋୟାବ ରାଜାଙ୍କୁ କହିଲା, ଏବେ ଯେତେ ଲୋକ ଅଛନ୍ତି; ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ସେମାନଙ୍କୁ ଶତଗୁଣ ବୃଦ୍ଧି କରନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କ ଚକ୍ଷୁ ତାହା ଦେଖୁ; ମାତ୍ର ମୋʼ ପ୍ରଭୁ ମହାରାଜ ଏପରି କର୍ମ କରିବା ପାଇଁ କାହିଁକି ସନ୍ତୋଷ ପାଉଅଛନ୍ତି? See the chapterଓଡିଆ ବାଇବେଲ3 ଏଥିରେ ଯୋୟାବ ରାଜାଙ୍କୁ କହିଲା, “ଏବେ ଯେତେ ଲୋକ ଅଛନ୍ତି; ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ ଶତଗୁଣ ବୃଦ୍ଧି କରନ୍ତୁ ଓ ମୋ’ ପ୍ରଭୁ ମହାରାଜଙ୍କ ଚକ୍ଷୁ ତାହା ଦେଖୁ; ମାତ୍ର ମୋ’ ପ୍ରଭୁ ମହାରାଜ ଏପରି କରିବା ପାଇଁ କାହିଁକି ଚାହୁଁ ଅଛନ୍ତି ?” See the chapterପବିତ୍ର ବାଇବଲ3 କିନ୍ତୁ ଯୋୟାବ ରାଜାଙ୍କୁ କହିଲେ, “ଏବେ ଯେତେ ଲୋକ ଅଛନ୍ତି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ 100 ଗୁଣ ବୃଦ୍ଧି କରାନ୍ତୁ ଓ ମୋ’ ପ୍ରଭୁ ମହାରାଜାଙ୍କ ଚକ୍ଷୁ ତାହା ଦେଖୁ। କାହିଁକି ରାଜା ସେହି କାର୍ଯ୍ୟ କରିବାକୁ ଗ୍ଭହାନ୍ତି?” See the chapter |