2 ଶାମୁୟେଲ 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆଉ ଶାଉଲଙ୍କର ପୁତ୍ର ଈଶ୍ବୋଶତ ଯେତେବେଳେ ଶୁଣିଲା ଯେ, ହିବ୍ରୋଣରେ ଅବ୍ନର ମରିଅଛି, ସେତେବେଳେ ତାହାର ହସ୍ତ ଦୁର୍ବଳ ହେଲା ଏବଂ ସମୁଦାୟ ଇସ୍ରାଏଲ ନିରାଶ ହେଲେ। See the chapterପବିତ୍ର ବାଇବଲ (Re-edited) - (BSI)1 ଆଉ ଶାଉଲଙ୍କର ପୁତ୍ର ଈଶ୍ବୋଶତ ଯେତେବେଳେ ଶୁଣିଲା ଯେ, ହିବ୍ରୋଣରେ ଅବ୍ନର ମରିଅଛି, ସେତେବେଳେ ତାହାର ହସ୍ତ ଦୁର୍ବଳ ହେଲା ଏବଂ ସମୁଦାୟ ଇସ୍ରାଏଲ ବିହ୍ଵଳ ହେଲେ। See the chapterଓଡିଆ ବାଇବେଲ1 ଆଉ ଶାଉଲଙ୍କର ପୁତ୍ର ଈଶ୍ବୋଶତ ଯେତେବେଳେ ଶୁଣିଲା ଯେ, ହିବ୍ରୋଣରେ ଅବ୍ନର ମରିଅଛି, ସେତେବେଳେ ତାହାର ହସ୍ତ ଦୁର୍ବଳ ହେଲା ଏବଂ ସମୁଦାୟ ଇସ୍ରାଏଲ ନିରାଶ ହେଲେ। See the chapterପବିତ୍ର ବାଇବଲ1 ଶାଉଲର ପୁତ୍ର ଈଶ୍ବୋତ୍ ଶୁଣିବାକୁ ପାଇଲେ ଯେ ଅବ୍ନର ହିବ୍ରୋଣରେ ମୃତ୍ୟୁବରଣ କରିଛି। ଈଶ୍ବୋତ୍ ଓ ତାଙ୍କର ସମସ୍ତ ଲୋକ ଭୟଭୀତ ହୋଇପଡ଼ିଲେ। See the chapter |