2 ଶାମୁୟେଲ 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟୀମ ତଳଭୂମିରେ ବିସ୍ତାର ହୋଇଥିଲେ See the chapterପବିତ୍ର ବାଇବଲ (Re-edited) - (BSI)18 ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟିମ ତଳଭୂମିରେ ବ୍ୟାପ୍ତ ହୋଇଥିଲେ। See the chapterଓଡିଆ ବାଇବେଲ18 ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟୀମ ତଳଭୂମିରେ ବିସ୍ତାର ହୋଇଥିଲେ See the chapterପବିତ୍ର ବାଇବଲ18 ପଲେଷ୍ଟୀୟମାନେ ଫେରି ରଫାୟିମ୍ ଉପତ୍ୟକାରେ ସେନାଛାଉଣି ପକାଇଲେ। See the chapter |