2 ଶାମୁୟେଲ 5:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିରେ ଦାଉଦ ସଦାପ୍ରଭୁଙ୍କଠାରୁ ସାହାଯ୍ୟ ମାଗି କହିଲେ, “ମୁଁ କି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କି ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ?” ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, “ଉଠିଯାଅ, କାରଣ ଆମ୍ଭେ ନିଶ୍ଚୟ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।” See the chapterପବିତ୍ର ବାଇବଲ (Re-edited) - (BSI)19 ଏଥିରେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, ମୁଁ କି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କି ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ? ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, ଉଠି ଯାଅ; କାରଣ ଆମ୍ଭେ ନିଶ୍ଚୟ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା। See the chapterଓଡିଆ ବାଇବେଲ19 ଏଥିରେ ଦାଉଦ ସଦାପ୍ରଭୁଙ୍କ ଠାରୁ ସାହାଯ୍ୟ ମାଗି କହିଲେ, “ମୁଁ କି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି ? ତୁମ୍ଭେ କି ସେମାନଙ୍କୁ ମୋ’ ହସ୍ତରେ ସମର୍ପଣ କରିବ ? ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, “ଉଠି ଯାଅ, କାରଣ ଆମ୍ଭେ ନିଶ୍ଚୟ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।” See the chapterପବିତ୍ର ବାଇବଲ19 ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ପଗ୍ଭରିଲେ, “ମୋର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରିବା ଉଚିତ୍ କି? ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବା ପାଇଁ ଆପଣ ମୋତେ ସାହାଯ୍ୟ କରିବେ କି?” ସଦାପ୍ରଭୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ନିଶ୍ଚିତ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବାରେ ସାହାଯ୍ୟ କରିବି।” See the chapter |