2 ଶାମୁୟେଲ 5:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ ଆକ୍ରମଣ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।” See the chapterପବିତ୍ର ବାଇବଲ (Re-edited) - (BSI)24 ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶଦ୍ଦ ଶୁଣିଲେ ଉଦ୍ୟମ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ। See the chapterଓଡିଆ ବାଇବେଲ24 ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ ଆକ୍ରମଣ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।” See the chapterପବିତ୍ର ବାଇବଲ24 ତୁମ୍ଭେମାନେ ସେହି ତୂତ୍ବୃକ୍ଷ ତୋଟା ଉପରେ ସୈନ୍ୟମାନଙ୍କର ପଦାଗ୍ଭରଣର ଶବ୍ଦ ପରି ଶବ୍ଦ ଶୁଣି ପାରିବ। ତେବେ ତୁମ୍ଭେମାନେ ସେମାନଙ୍କୁ ଶୀଘ୍ର ଆକ୍ରମଣ କରିବ, କାରଣ ସେହି ସମୟରେ ସଦାପ୍ରଭୁ ତୁମ୍ଭମାନଙ୍କ ଆଗରେ ଯିବେ ଏବଂ ତୁମ୍ଭମାନଙ୍କ ସକାଶେ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବେ।” See the chapter |