2 ଶାମୁୟେଲ 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ଆଉ ଦାଉଦ ଓ ତାଙ୍କର ସଙ୍ଗୀଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ଵରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ। See the chapterଓଡିଆ ବାଇବେଲ2 ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ। See the chapterପବିତ୍ର ବାଇବଲ2 ଦାଉଦ ଏବଂ ତାଙ୍କର ଲୋକମାନେ ଯିହୁଦାର ବାଲିକୁ ଗଲେ। ସେମାନେ ବାଲିର ଯିହୁଦାଠାରୁ ପ୍ରଭୁଙ୍କର ପବିତ୍ର ସିନ୍ଦୁକ ଯିରୁଶାଲମକୁ ଆଣିବାକୁ ଗଲେ। ସେହି ପବିତ୍ର ସିନ୍ଦୁକ ସଦାପ୍ରଭୁଙ୍କର ସିଂହାସନ ତୁଲ୍ୟ ଥିଲା। ସେହି ପବିତ୍ର ସିନ୍ଦୁକ ଉପରେ କିରୁବଦୂତମାନଙ୍କର ପ୍ରତିମୂର୍ତ୍ତିମାନ ଥିଲା ଏବଂ ସଦାପ୍ରଭୁ ସେମାନଙ୍କ ଉପରେ ବସୁଥିଲେ। See the chapter |