2 ଶାମୁୟେଲ 6:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି ଦାଉଦ ସେହି ଦିନ ସଦାପ୍ରଭୁଙ୍କୁ ଭୟ କରି କହିଲେ, “ସଦାପ୍ରଭୁଙ୍କ ସିନ୍ଦୁକ କିପ୍ରକାରେ ମୋʼ ନିକଟକୁ ଆସିବ?” See the chapterପବିତ୍ର ବାଇବଲ (Re-edited) - (BSI)9 ପୁଣି ଦାଉଦ ସେହି ଦିନ ସଦାପ୍ରଭୁଙ୍କ ବିଷୟରେ ଭୟ ପାଇ କହିଲେ, ସଦାପ୍ରଭୁଙ୍କ ସିନ୍ଦୁକ କି ପ୍ରକାରେ ମୋʼ ନିକଟକୁ ଆସିବ? See the chapterଓଡିଆ ବାଇବେଲ9 ପୁଣି ଦାଉଦ ସେହି ଦିନ ସଦାପ୍ରଭୁଙ୍କୁ ଭୟ କରି କହିଲେ, “ସଦାପ୍ରଭୁଙ୍କ ସିନ୍ଦୁକ କି ପ୍ରକାରେ ମୋ’ ନିକଟକୁ ଆସିବ ?” See the chapterପବିତ୍ର ବାଇବଲ9 ସେହି ଦିନ ଦାଉଦ ସଦାପ୍ରଭୁଙ୍କୁ ଭୟ କଲେ। ଦାଉଦ ଭାବିଲେ, “ମୁଁ କିପରି ପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ମୋ’ ପାଖକୁ ଆଣିବି।” See the chapter |