2 ଶାମୁୟେଲ 7:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି ତୁମ୍ଭେ ଅନନ୍ତକାଳଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ। ଆଉ ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ। See the chapterପବିତ୍ର ବାଇବଲ (Re-edited) - (BSI)24 ପୁଣି ତୁମ୍ଭେ ଅନ; କାଳ ଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ। ଆଉ ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କର ପରମେଶ୍ଵର ହୋଇଅଛ। See the chapterଓଡିଆ ବାଇବେଲ24 ପୁଣି ତୁମ୍ଭେ ଅନନ୍ତ କାଳ ଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ। ଆଉ ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ। See the chapterପବିତ୍ର ବାଇବଲ24 ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ ଚିରଦିନ ପାଇଁ ତୁମ୍ଭର ନିଜର ଲୋକ କଲ ଏବଂ ତୁମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହୋଇଅଛ। See the chapter |