2 ଶାମୁୟେଲ 7:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ, ମାତ୍ର ତମ୍ବୁ ଓ ଆବାସ ମଧ୍ୟରେ ଗତାୟାତ କରିଅଛୁ। See the chapterପବିତ୍ର ବାଇବଲ (Re-edited) - (BSI)6 ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ, ମାତ୍ର ତମ୍ଵୁ ଓ ଆବାସ ମଧ୍ୟରେ ଗତାୟାତ କରିଅଛୁ। See the chapterଓଡିଆ ବାଇବେଲ6 ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ, ମାତ୍ର ତମ୍ବୁ ଓ ଆବାସ ମଧ୍ୟରେ ଗତାୟାତ କରିଅଛୁ। See the chapterପବିତ୍ର ବାଇବଲ6 ମୁଁ ଇସ୍ରାଏଲୀୟ ସନ୍ତାନଗଣକୁ ମିଶରରୁ ବାହାର କରି ଆଣିବାଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହିଁ। ମାତ୍ର ମୁଁ ଏକ ତମ୍ବୁ ମଧ୍ୟରେ ଯାତାୟାତ କଲି। See the chapter |