2 ଶାମୁୟେଲ 8:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ-ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ। See the chapterପବିତ୍ର ବାଇବଲ (Re-edited) - (BSI)7 ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ। See the chapterଓଡିଆ ବାଇବେଲ7 ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ। See the chapterପବିତ୍ର ବାଇବଲ7 ଦାଉଦ ହଦଦେଷର ଅଧିକାରୀମାନଙ୍କ ପାଖରେ ଥିବା ସୁବର୍ଣ୍ଣ ଢାଲଗୁଡ଼ିକ ଛଡ଼ାଇ ଆଣିଲେ। ଦାଉଦ ସେହି ସୁବର୍ଣ୍ଣ ଢାଲଗୁଡ଼ିକ ଯିରୁଶାଲମକୁ ନେଇ ଆସିଲେ। See the chapter |