୨ ଥେସଲନୀକୀୟ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ। See the chapterପବିତ୍ର ବାଇବଲ (Re-edited) - (BSI)7 କାରଣ ଅଧର୍ମର ନିଗୂଢ଼ତତ୍ତ୍ଵ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ଦୂରୀକୃତ ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ। See the chapterଓଡିଆ ବାଇବେଲ7 କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ । See the chapterପବିତ୍ର ବାଇବଲ (CL) NT (BSI)7 ଇତିମଧ୍ୟରେ ତା’ର ରହସ୍ୟପୂର୍ଣ୍ଣ ଦୂରନ୍ତପଣ ପାର୍ଯ୍ୟ କରୁଅଛି; ମାତ୍ର ତାହାର ପ୍ରତିରୋଧକାରୀ ବ୍ୟକ୍ତି ଦୂର ନ ହେବା ପର୍ଯ୍ୟନ୍ତ ସେହି ଦୁର୍ଘଟଣା ଘଟିବ ନାହିଁ। See the chapterପବିତ୍ର ବାଇବଲ7 ସଂସାରରେ ଏବେ ମନ୍ଦ ବ୍ୟକ୍ତିର ଗୁପ୍ତ ଶକ୍ତି କାମ କରୁଛି। କିନ୍ତୁ ଜଣେ ମାତ୍ର ଅଛନ୍ତି ଯିଏ, ମନ୍ଦ ବ୍ୟକ୍ତିର ଗୁପ୍ତ ଶକ୍ତିକୁ ଅଟକାଉଛନ୍ତି। ସେ ଦୃଶ୍ୟପଟରୁ ଦୂରେଇ ନ ଯିବା ପର୍ଯ୍ୟନ୍ତ ସେହି ଶକ୍ତିକୁ ପ୍ରତିରୋଧ କରୁଥିବେ, See the chapter |