୨ ତୀମଥି 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଙ୍କାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ, See the chapterପବିତ୍ର ବାଇବଲ (Re-edited) - (BSI)2 କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ, See the chapterଓଡିଆ ବାଇବେଲ2 କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ, See the chapterପବିତ୍ର ବାଇବଲ (CL) NT (BSI)2 ଲୋକେ ସ୍ୱାର୍ଥପର, ଲୋଭୀ, ଆତ୍ମଶ୍ଲାଘାକାରୀ ଓ ଆତ୍ମାଭିମାନୀ ହେବେ; ସେମାନେ ପିତାମାତାଙ୍କର ଅବାଧ୍ୟ ହୋଇ ସେମାନଙ୍କୁ ଅପମାନ ଦେବେ; ସେମାନଙ୍କ ମନରୁ କୃତଜ୍ଞତା ଓ ଧର୍ମଭାବ ଲୋପ ପାଇବ, See the chapterପବିତ୍ର ବାଇବଲ2 ସେହି ସମୟରେ ଲୋକେ କେବଳ ନିଜ ନିଜକୁ ଓ ଧନକୁ ଭଲ ପାଇବେ। ସେମାନେ ଅହଂକାରୀ ଓ ଉଦ୍ଧତ ହେବେ। ଅନ୍ୟ ଲୋକଙ୍କ ବିରୁଦ୍ଧରେ ନିନ୍ଦାକଥା କହିବେ। ପିତାମାତାଙ୍କୁ ମାନିବେ ନାହିଁ। ସେମାନେ ବିଶ୍ୱାସଘାତକ ହେବେ। ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ଜୀବନଯାପନ କରିବେ ନାହିଁ। See the chapter |