ପ୍ରେରିତ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)13 କିନ୍ତୁ ଅନ୍ୟମାନେ ବିଦ୍ରୂପ କରି କହିଲେ, ଏମାନେ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି। See the chapterଓଡିଆ ବାଇବେଲ13 କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି । See the chapterପବିତ୍ର ବାଇବଲ (CL) NT (BSI)13 କିନ୍ତୁ ଅନ୍ୟମାନେ ବିଶ୍ୱାସୀମାନଙ୍କୁ ବିଦ୍ରୂପ କରି କହିଲେ, “ଏହି ଲୋକମାନେ ମାତାଲ ହୋଇଛନ୍ତି।” See the chapterପବିତ୍ର ବାଇବଲ13 କିନ୍ତୁ ଅନ୍ୟ ଲୋକମାନେ ପ୍ରେରିତମାନଙ୍କୁ ଉପହାସ କରି କହିଲେ, “ଏମାନେ ସମସ୍ତେ ମଦପିଇ ମାତାଲ ହୋଇଛନ୍ତି।” See the chapter |